Benefits in eating Dryginger ଶୁଣ୍ଠି ଖାଇଲେ କ’ଣ ହୁଏ ଶରୀରରେ

ଶୁଖିଲା ଅଦା ବା ଶୁଣ୍ଠି କେବଳ କବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ବିଶେଷକରି ଶୀତଦିନେ ଶୁଣ୍ଠିର ବ୍ୟବହାର ଦ୍ବାରା ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଜାଣନ୍ତୁ ଏ ସମ୍ପର୍କରେ…

  1. ଆଣ୍ଠୁ ଗଣ୍ଠି ଯନ୍ତ୍ରଣା ପାଇଁ ଶୁଣ୍ଠି ଖୁବ୍‌ ଲାଭଦାୟକ। ଶୁଣ୍ଠି ଏବଂ ଜାଇଫଳକୁ ଗୁଣ୍ଡ କରି ରାଶି ତେଲରେ ମିଶାଇ ଯନ୍ତ୍ରଣା ସ୍ଥାନରେ ଲଗାଇବା ଦ୍ବାରା ଉପଶମ ମିଳିଥାଏ।

2. ଶୁଣ୍ଠି ପାଚନ କ୍ରିୟାକୁ ଠିକ୍‌ କରିବା ସହ ଓଜନ କମାଇବାରେ ସାହାଯ୍ୟ କରିଥାଏ।

3. ଗର୍ଭବତୀ ମହିଳାମାନଙ୍କ ପାଇଁ ଶୁଣ୍ଠି ସର୍ବୋକୃଷ୍ଟ

4. ଶୁଣ୍ଠିରେ କର୍କଟ ନିରୋଧୀ ଗୁଣ ରହିଥାଏ, ଯାହା କର୍କଟ କୋଷିକାକୁ ନଷ୍ଟ କରିଦିଏ।


Add a Comment