ନୃସିଂହ ମନ୍ଦିରରେ ୨ ଗରୁଡପକ୍ଷୀ

ସୋରଡା: ବ୍ଲକର ସୋରଡା ଆସିକା ରାସ୍ତା ଭାଲିଆଗୋଚ୍ଛା ନୃସିଂହ ମନ୍ଦିରରେ ବୁଧବାର ମଧ୍ୟାହ୍ନରେ ୨ଟି ଗରୁଡା ପକ୍ଷୀ କେଉଁଆଡୁ ଆସି ପହଁଞ୍ଚତ୍ଥିଲେ। ବିରଳ ଗରୁଡ ପକ୍ଷୀ ବିଷ୍ଣୁଙ୍କ ବାହନ ହୋଇଥିବାରୁ ପକ୍ଷୀ ୨ଟିକୁ ପୂଜାରୀ ଦେଖି ପୂଜା କରିଥିଲେ। ଭକ୍ତମାନେ ମଧ୍ୟ ପୂଜାର୍ଚ୍ଚନା କରିବା ସହ ପକ୍ଷୀ ୨ଟିକୁ ଖିର ପିଆଇଥିଲେ। ଖବର ପ୍ରଚାର ହେବାପରେ ବହୁ ଲୋକଙ୍କ ଭିଡ ଜମିଥିଲା।

Add a Comment