ବରଗଡ଼ : ଗତକାଲିଠାରୁ ଆରମ୍ଭ ହୋଇଛି ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା। ଏଥିପାଇଁ ଦୁଲୁକୁଛି ବରଗଡ଼ ସହର। ଗତକାଲି ପିତା ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି ମହାରାଜା କଂସ ସିଂହାସନ ଆରୋହଣ କରିଛନ୍ତି। ଏହାପୂର୍ବରୁ ଦେବକୀ-ବସୁଦେବଙ୍କ ବିବାହ...