ଭୁବନେଶ୍ୱର: ରାତି ପାହିଲେ ମକର ସଂକ୍ରାନ୍ତି। ଭଗବାନ୍‌ ସୂର୍ଯ୍ୟଙ୍କ ଉତ୍ତରାୟଣ ଯାତ୍ରା। ସାରା ଭାରତ ବର୍ଷରେ ଏହି ପର୍ବକୁ ବଡ଼ ଆନନ୍ଦ ସହକାରେ ପାଳନ କରାଯାଇଥାଏ। ଏହି ଦିନ ବିଭିନ୍ନ ପବିତ୍ର ନଦୀମାନଙ୍କରେ ସ୍ନାନ...